ଆସନ୍ତାକାଲି ଅପରାହ୍ଣ ୪ଟାରେ ଘୋଷଣା ହେବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

46

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନା ଦେଇଛନ୍ତି । ଅପରାହ୍ଣ ୪ଟାରେ ରେଜଲ୍ଟ ପ୍ରକାଶ ହେବ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟର ଫଳ ବାହାରିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯିବ ଏବଂ ପରେ ଛାତ୍ରଛାତ୍ରୀ ଇଣ୍ଟରନେଟରୁ ନିଜ ରେଜଲ୍ଟ ପାଇପାରିବେ । +୨ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି

Comments are closed, but trackbacks and pingbacks are open.