ରାଜ୍ୟରେ ୨୨ ଯାଏଁ ଘଡଘଡି ସହ ବର୍ଷା: ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

213

ଭୁବନେଶ୍ଵର: ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡଘଡି ବର୍ଷା ଲାଗିରହିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓଡିଶାରେ ବର୍ଷାର ପ୍ରକୋପ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାକୁ ଘଡଘଡି ସହ ବର୍ଷାହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed, but trackbacks and pingbacks are open.