ରାଜ୍ୟରେ ଆଜି ୧୪ କରୋନା ସଂକ୍ରମିତ ଚିହ୍ନଟ

26

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଆକ୍ରାନ୍ତ ହୋଇଥିବା ୯ ଜିଲା ମଧ୍ୟରେ ବରଗଡରୁ ୧, ବଲାଙ୍ଗୀର ୨, ଦେଓଗଡ ୧, ଗଜପତି ୩, ଯାଜପୁର ୧, କନ୍ଧମାଳ ୨, ଖୋର୍ଦ୍ଧା ୨, ନୂଆପଡା ୧, ସମ୍ବଲପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.