ରାଜ୍ୟରୁ ଆଜି ଆଉ ୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ

16

ରାଜ୍ୟରେ ଆଉ ଦୁଇ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨ ବାହାରିବା ନେଇ ସ୍ୱାସ୍ଥ୍ୟ ବିଭାଗକୁ ILS ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଏହି ୨ ସଂକ୍ରମିତ ବ୍ୟକ୍ତି ମଧ୍ୟ ନାଇଜେରିଆ ଫେରନ୍ତା ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.