ଶୁଭ ଦୀପାବଳିରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0 105

ଆଜି ଦୀପାବଳି। ଖୁସି ଏବଂ ଆନନ୍ଦର ପର୍ବ ଦୀପାବଳି। ଗାଁଠୁ ସହର ସବୁଠି ଉତ୍ସର ମାହୋଲ। ଘରେ ଦୀପ ଜାଳି ସବୁଜ ବାଣ ଫୁଟାଇ ଏହି ପର୍ବକୁ ପାଳନ କରନ୍ତୁ। ତେବେ ଦୀପାବଳି ଉପଲକ୍ଷେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ୱିଟ କରି ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ଉଲ୍ଲାସ ଆଣିଦେଉ ବୋଲି ଟ୍ୱିଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

Leave A Reply

Your email address will not be published.