ଡିସେମ୍ବର ୭ରୁ ସଂସଦର ଶୀତକାଳୀନ ଅଧିବେଶନ

20

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ ତାରିଖରୁ ଆରମ୍ଭ ହେବ । ଏହା ଡିସେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଏକ ସରକାରୀ ସୂତ୍ରରୁ ଜଣାପଡ଼ିଛି । ସଂସଦର ଏହି ଶୀତକାଳୀନ ଅଧିବେଶନର ପୁରୁଣା ସଂସଦ ଭବନରେ ଆୟୋଜିତ ହେବାର ସମ୍ଭାବନା ରହିଛି । କାରଣ ନୂଆ ଭବନର କେତେକ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ସୀମାଠାରୁ ଅଧିକ ସମୟ ଲାଗିବାର ସମ୍ଭାବନା ରହିଛି ।

Comments are closed, but trackbacks and pingbacks are open.